ମେଟ୍ରୋ ଟିଭି ଓଡିଶା ( ୧୫.୨.୨୦୨୨) : ଆସନ୍ତା ୧୯ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦୁଇ ଦିନିଆ ପୁରୀ ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତିଙ୍କ ରାତ୍ରି ରହଣୀ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ସନ୍ଧ୍ୟା ୫ଟାରୁ ୫ଟା ୪୫ମିନିଟ୍ ମଧ୍ୟରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତି ପରିବାର ସହ ଗର୍ଭଗୃହରେ ଦର୍ଶନ କରିବେ। ଏଥିପାଇଁ ଅପରାହ୍ନ ୪ଟାରୁ ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ରାଷ୍ଟ୍ରପତିଙ୍କୁ ସିଂହଦ୍ଵାରରେ ଗଜପତି ଦିବ୍ୟସିଂହ ଦେବ, ଛତିଶା ନିଯୋଗ ନାୟକ, କୌଳିକ ପଣ୍ଡା ପାଛୋଟି ନେବେ। ଗସ୍ତ ସମୟରେ ସୀମିତ ସଂଖ୍ୟକ ସେବାୟତ ରହିବେ। ୧୯ ତାରିଖ ରାତିରେ ହୋଟେଲ ପରିବର୍ତ୍ତେ ରାଜଭବନରେ ରହିବେ ରାଷ୍ଟ୍ରପତି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା ।
Trending
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post