ଆଜି ସଂସଦର ସ୍ବତନ୍ତ୍ର ଅଧିବେଶନର ତୃତୀୟ ଦିନ। ଲୋକସଭାରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ଉପରେ ଆଲୋଚନା ହେଉଛି। ଏହି ଆଲୋଚନା ନୂଆ ସଂସଦ ଗୃହରେ ହେଉଛି। ଏଥିରେ ଯୋଗ ଦେଇ କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ କହିଛନ୍ତି ଯେ, ଏହା ମୋର ସ୍ବାମୀ ରାଜୀବ ଗାନ୍ଧୀଙ୍କ ସ୍ବପ୍ନ ଥିଲା। ଏହା ସହିତ ସେ ଜନଗଣନା ପାଇଁ ମଧ୍ୟ ଦାବି କରିଥିଲେ। ମହିଳା ସଂରକ୍ଷଣ ବିଲ ଉପରେ ଭାଜପା ନେତା ନିଶିକାନ୍ତ ଦୁବେ କହିଛନ୍ତି ଯେ, ଏହା ହେଉଛି ଭାଜପାର ବିଲ, ପ୍ରଧାନମନ୍ତ୍ରୀଙ୍କ ବିଲ। କଂଗ୍ରେସ କେବଳ ରାଜନୈତିକ ଫାଇଦା ନେବାକୁ ଚେଷ୍ଟା କରୁଛି। କଂଗ୍ରେସ ଭୁଲ ବିଲ ଆଣିଥିଲା। ଆମେ ତାକୁ ସୁଧାରୁଛୁ। ମହିଳାମାନଙ୍କର ସେମାନଙ୍କର ଅଧିକାର ରହିବ ଏବଂ ଦୁନିଆରେ କୌଣସି ଶକ୍ତି ଏହାକୁ ରୋକି ପାରିବେ ନାହିଁ। ମହିଳା ବିନା ପୁରୁଷ ବିଦ୍ୟମାନ ନୁହଁନ୍ତି। ପ୍ରଧାନମନ୍ତ୍ରୀ ମୋଦି ମହିଳାମାନଙ୍କୁ ସମ୍ମାନ ଦେଇଛନ୍ତି।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post