୪ ଦିନ ପର୍ଯ୍ୟନ୍ତ ହିଁ ତିଷ୍ଠି ପାରିଛି ବିଧାନସଭାର ଶୀତ ଅଦିବେଶନ । ନଭେମ୍ବର ୨୧ ତାରିଖରୁ ଆରମ୍ଭ ହୋଇଥିବା ଏହି ଶୀତ ଅଧିବେଶନ ୨୪ ତାରିଖରେ ହିଁ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି । ନିର୍ଦ୍ଦାରି ସମୟର ଯଥେଷ୍ଟ ପୂର୍ବରୁ ଏହି ଅଧିବେଶନକୁ ଶେଷ ହୋଇଛି । କାର୍ଯ୍ୟସୂଚୀ ଅନୁସାରେ, ଅଧିବେଶନର ଶେଷ ତାରିଖ ଡିସେମ୍ବର ୩୦ ତାରିଖ ରହିଥିଲା । କିନ୍ତୁ ଆରମ୍ଭର ମାତ୍ର ୪ ଦିନ ଭିତରେ ଏହାକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ । କାର୍ଯ୍ୟସୂଚୀରେ ୩୦ଟି କାର୍ଯ୍ୟ ଦିବସ ରହିଥିବା ବେଳେ ୨୬ଟି କାର୍ଯ୍ୟ ଦିବସ ବାକି ଥାଇ ବିଧାନସଭା ଅଧିବେଶନ ଶେଷ ହୋଇଛି ।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
Prev Post
Next Post