5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି ନବରଙ୍ଗପୁର ଜିଲ୍ଲାର ୩ ବିଧାୟକ ଓ ଏକାଧିକ ସଂଗଠନର କର୍ମକର୍ତ୍ତା । 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ନବରଙ୍ଗପୁର ଜିଲ୍ଲା ଗସ୍ତ ପରେ, ଜିଲ୍ଲାରେ ବିକାଶର ନୂତନ ଯୁଗ ଆରମ୍ଭ ହୋଇଛି । ଏନେଇ ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଇଶ୍ବର ପାଣିଗ୍ରାହୀ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଏସଡିସି ପରାମର୍ଶଦାତା ପ୍ରଦୀପ ମାଝି ଓ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ,କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଅଭିନନ୍ଦନ ଜଣାଇବା ସହ ଧଡ଼୍ୟବାଦ ଜଣାଇଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post