ବିଜେଡିର ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠିତ

ବିଜେଡିର ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠିତ ।  ପୂର୍ବରୁ ୧୧ଟି ଜିଲ୍ଲାର କମିଟି ଗଠିତ ହୋଇଥିଲା ।  ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଆଜି ୧୨ ଜିଲ୍ଲା ଯଥା ବରଗଡ,ରାୟଗଡା, କୋରାପୁଟ, ନୂଆପଡା, ଢେଙ୍କାନାଳ, ଜଗତସିଂହପୁର, ନବରଙ୍ଗପୁର,ବଲାଙ୍ଗୀର,କଟକ , ମୟୁରଭଞ୍ଜ ୧,ମୟୁରଭଞ୍ଜ ୨ ଓ ଯାଜପୁର ପାଇଁ ନୂଆ କମିଟି ଗଠନ କରାଯାଇଛି ।  ପୂର୍ବରୁ ଗତ ଡ଼ିସେମ୍ବର ୨୭ ତାରିଖରେ  କଳାହାଣ୍ଡି,ଝାରସୁଗୁଡା,ସୁନ୍ଦରଗଡ଼, ମାଲକାନଗିରି, ଅନୁଗୁଳ, କେନ୍ଦୁଝର, ବୌଦ୍ଧ, ଗଜପତି, ଦେବଗଡ଼, କନ୍ଧମାଳ ଓ ସୁବର୍ଣ୍ଣପୁର ଆଦି ୧୧ଟି ଜିଲ୍ଲା କମିଟି ଗଠନ କରାଯାଇସାରିଛି।

Leave a comment