ନୂଆଦିଲ୍ଲୀ: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଆମନ୍ତ୍ରଣ ପତ୍ରକୁ ପ୍ରତ୍ୟାଖ୍ୟାନ କରିଛି କଂଗ୍ରେସ। ଜାନୁଆରୀ ୨୨ ରେ ଅଯୋଧ୍ୟାରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ସୋନିଆ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖଡଗେଙ୍କ ସମେତ କୌଣସି କଂଗ୍ରେସ ନେତା ଯିବେ ନାହିଁ। କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ଏକ ବିବୃତ୍ତିରେ କହିଛନ୍ତି ଯେ ଗତ ମାସରେ ରାଜ୍ୟସଭାରେ କଂଗ୍ରେସ ସଭାପତି ତଥା ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଏବଂ ଲୋକସଭାରେ କଂଗ୍ରେସ ଦଳର ନେତା ଅଧୀର ରଂଜନ ଚୌଧୁରୀଙ୍କୁ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ସାମିଲ ହେବାପାଇଁ ନିମନ୍ତ୍ରଣ କରାଯାଇଥିଲା। ଅଧୁରା ରାମ ମନ୍ଦିରର ଉଦ୍ଘାଟନ କରାଯାଉଛି । ଆମ ଦେଶର ଲକ୍ଷ ଲକ୍ଷ ଲୋକେ ଭଗବାନ ରାମଙ୍କ ପୂଜା କରନ୍ତି। ଧର୍ମ ଏକ ବ୍ୟକ୍ତିଗତ ମାମଲା। ବିଜେପି ଏବଂ ଆରଏସଏସ ନେତାଙ୍କ ଦ୍ୱାରା ପ୍ରାଣ ପ୍ରତିଷ୍ଠାକୁ ନିର୍ବାଚନ ଲାଭ ପାଇଁ ବ୍ୟବହାର କରାଯାଉଛି।
Trending
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post