ନୂଆଦିଲ୍ଲୀ: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଆମନ୍ତ୍ରଣ ପତ୍ରକୁ ପ୍ରତ୍ୟାଖ୍ୟାନ କରିଛି କଂଗ୍ରେସ। ଜାନୁଆରୀ ୨୨ ରେ ଅଯୋଧ୍ୟାରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ସୋନିଆ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖଡଗେଙ୍କ ସମେତ କୌଣସି କଂଗ୍ରେସ ନେତା ଯିବେ ନାହିଁ। କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ଏକ ବିବୃତ୍ତିରେ କହିଛନ୍ତି ଯେ ଗତ ମାସରେ ରାଜ୍ୟସଭାରେ କଂଗ୍ରେସ ସଭାପତି ତଥା ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଏବଂ ଲୋକସଭାରେ କଂଗ୍ରେସ ଦଳର ନେତା ଅଧୀର ରଂଜନ ଚୌଧୁରୀଙ୍କୁ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ସାମିଲ ହେବାପାଇଁ ନିମନ୍ତ୍ରଣ କରାଯାଇଥିଲା। ଅଧୁରା ରାମ ମନ୍ଦିରର ଉଦ୍ଘାଟନ କରାଯାଉଛି । ଆମ ଦେଶର ଲକ୍ଷ ଲକ୍ଷ ଲୋକେ ଭଗବାନ ରାମଙ୍କ ପୂଜା କରନ୍ତି। ଧର୍ମ ଏକ ବ୍ୟକ୍ତିଗତ ମାମଲା। ବିଜେପି ଏବଂ ଆରଏସଏସ ନେତାଙ୍କ ଦ୍ୱାରା ପ୍ରାଣ ପ୍ରତିଷ୍ଠାକୁ ନିର୍ବାଚନ ଲାଭ ପାଇଁ ବ୍ୟବହାର କରାଯାଉଛି।
Trending
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ଋଷଭ ସିଂହ ସାଂବ୍ୟାଲଙ୍କ ଇସ୍ତଫା, ପାରିବାରିକ ଓ ବ୍ୟକ୍ତିଗତ କାରଣ ପାଇଁ ନେଲେ ଅବସର
Prev Post
Next Post