ଭୁବନେଶ୍ବର: ରାଜନୀତିରେ ଜୟ ପରାଜୟ ଲାଗି ରହଛି। ଜୟରେ ବହୁତ ଉନ୍ମାଦିତ ଏବଂ ପରାଜୟରେ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ। ପୂର୍ବରୁ ବିଜେପି ବହୁତ ଥର ହାରିଛି,ବିଜେପି ପାଖରେ ଦେଶରେ ୨ଟି ଲୋକସଭା ଆସନ ଥିଲା, ଓଡ଼ିଶାରେ କିଛି ଲୋକ ବିଜେପିକୁ ସାଇନ୍ ବୋର୍ଡ ପାର୍ଟି କହୁଥିଲେ। କିନ୍ତୁ ଏବେ ଓଡ଼ିଆ ଲୋକଙ୍କ ଆଶୀର୍ବାଦରେ ସେବା କରିବାର ସୁଯୋଗ ମିଳିଛି। ଲୋକ ମାନେ ଯାହାକୁ ଯେଉଁ ଭୂମିକା ଦେଇଛନ୍ତି, ଯାହାକୁ ସେବା କରିବାର ଭୂମିକା ଦେଇଛନ୍ତି, ସେ ସେବା କରୁ। ଯାହାକୁ ଦାୟିତ୍ଵସମ୍ପନ୍ନ ବିରୋଧୀ ଦଳ ଭାବେ ଦାୟିତ୍ଵ ଦେଇଛନ୍ତି, ସେ ତାକୁ ପାଳନ କରନ୍ତୁ। ବାକି ଲୋକ ବିଚାର କରିବେ। ବିଜେପି ମିଛ କହୁଥିବା ନେଇ କିଛି ଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଟିପ୍ପଣୀ କରିଥିଲେ। ଏହା ଉପରେ ଏପରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।
Trending
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ୨୦୨୫ ବିହାର ବିଧାନସଭା ନିର୍ବାଚନ- ତେଜସ୍ୱୀ ଯାଦବ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Prev Post