ନୂଆଦିଲ୍ଲୀ:ସଂସଦରେ ସୁରକ୍ଷା ତ୍ରୁଟି କୁ ନେଇ ଲଗାତାର ଚତୁର୍ଥ ଦିନ ଲୋକସଭାରେ ଉତ୍ତେଜନା ଦେଖାଦେଇଥିଲା । ଲୋକସଭାରେ ସୁରକ୍ଷା ତ୍ରୁଟି ଘଟଣାରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ବୟାନ ଦାବି କରି ବିରୋଧୀ ଏମପିଙ୍କ ହଙ୍ଗାମା ପାଇଁ ଉଭୟ ଗୃହରୁ ୯୨ ସଦସ୍ୟ ନିଲମ୍ବିତ ହୋଇଛନ୍ତି। ଲୋକସଭାରେ ସମୁଦାୟ ୩୩ ବିରୋଧୀ ସାଂସଦଙ୍କୁ ନିଲମ୍ବିତ କରାଯିବା ପରେ ସନ୍ଧ୍ୟାରେ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ ୪୫ ବିରୋଧୀ ସାଂସଦଙ୍କୁ ନିଲମ୍ବିତ କରିଥିଲେ। ଏହାପୂର୍ବରୁ ଡିସେମ୍ବର ୧୪ ରେ ୧୩ ଜଣ ସାଂସଦଙ୍କୁ ଲୋକସଭାରୁ ନିଲମ୍ବିତ କରାଯାଇଥିଲା। ଟିଏମସି ସାଂସଦ ଡେରେକ ଓ’ବ୍ରାଇନଙ୍କୁ ରାଜ୍ୟସଭାରୁ ନିଲମ୍ବିତ କରାଯାଇଥିଲା। ଶୀତ ଅଧିବେଶନରୁ ମୋଟ ୯୨ ସାଂସଦଙ୍କୁ ନିଲମ୍ବିତ କରାଯାଇଛି। ଲୋକସଭାରେ ଏପର୍ଯ୍ୟନ୍ତ ମୋଟ ୪୬ ସାଂସଦଙ୍କୁ ନିଲମ୍ବିତ କରାଯାଇଛି। ରାଜ୍ୟସଭାରେ ମଧ୍ୟ ମୋଟ ୪୬ ସାଂସଦଙ୍କୁ ନିଲମ୍ବିତ କରାଯାଇଛି।
Trending
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
Next Post