ଗୋରୁ ଚୋରାଚାଲାଣ ମାମଲାରେ ଅନୁବ୍ରତ ମଣ୍ଡଳ ଗିରଫ ହେବା ପରେ ଏବେ ବିଜେପି ଏବଂ ଟିଏମସି ନେତାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଚାଲିଛି । ବିଜେପି ପକ୍ଷରୁ ଏହି ଘଟଣାକୁ ନେଇ ଜୋରଦାର ପ୍ରଦର୍ଶନ କରାଯାଉଛି । ତେବେ ଟିଏମସି ଏହାକୁ ନେଇ ବିଜେପିକୁ କଟାକ୍ଷ କରିବାରେ ଲାଗିଛି । ବିଜେପି ନେତା ଦିଲ୍ଲୀପ ଘୋଷ କରିଛନ୍ତି ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ସରକାର ତାଲିବାନୀ ରାଜ୍ ଚଳାଇଛନ୍ତି। ତଦନ୍ତ କରିବାକୁ ‘ସିବିଆଇ-ଇଡି’ଙ୍କୁ ବାଧା ଦିଆଯାଉଛି। ଯେଉଁମାନେ ଦୁର୍ନୀତି କରିଛନ୍ତି ଆଇନ ଅନୁଯାୟୀ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ