ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଆକ୍ରମଣ । ବାସଭବନରେ ଜନଶୁଣାଣି କରୁଥିବା ବେଳେ ଯୁବକ ଜଣଙ୍କ ଆକ୍ରମଣ କରିଛନ୍ତି । ତେବେ ଆକ୍ରମଣକାରୀଙ୍କ ନାମ ରାଜେଶ ଖିମଜୀ । ତାଙ୍କ ଘର ଗୁଜୁରାଟ ରାଜକୋଟର । ତାଙ୍କ ବୟସ ୪୧ । ତେବେ ଆକ୍ରମଣ ପରେ ଦିଲ୍ଲୀ ମୁଖ୍ଯମନ୍ତ୍ରୀଙ୍କ ମୁଣ୍ଡରେ ଲାଗିଛି ଆଘାତ । ଚେୟାର ବାଜି ଯିବାରୁ ମୁଣ୍ଡରେ ଆଘାତ ସୂଚନା । ନିଜ ବାସଭବନରେ ସାପ୍ତାହିକ ଜନଶୁଣାଣି କରୁଥିବା ବେଳେ ଏହି ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡା ମାରିଥିଲେ । ନିଜ ଅଭିଯୋଗ ନେଇ ମୁଖ୍ଯମନ୍ତ୍ରୀଙ୍କ ପାଖକୁ ଆସିଥିବା ବେଳେ ଯୁବକ ହଠାତ୍ ରେଖାଙ୍କୁ ଚାପୁଡା ମାରିଥିଲେ । ଯୁବକ ଜଣକ କିଛି କାଗଜ ନେଇ ମୁଖ୍ଯମନ୍ତ୍ରୀଙ୍କ ପାଖରେ ପହଞ୍ଚିବା ପରେ ଜୋରରେ ଚିଲେଇଥିଲେ ଏବଂ ତାପରେ ହଠାତ୍ ଚାପୁଡା ମାରିଥିଲେ । ତାଙ୍କୁ ପୋଲିସ ଅଟକ ରଖି ପଚରା ଉଚରା କରୁଥିବା ପରେ ତାଙ୍କ ବାବଦରେ ଜଣାପଡ଼ିଛି ।
Trending
- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ପ୍ରହ୍ଲାଦ ଯୋଶୀ
- ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ
- ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ, ଯବନାଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ
- ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି,ମନ୍ କୀ ବାତ୍’ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେପକାଇଲେ ମୋଦୀ
- ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ହରିହର ଯୋର ଡ୍ୟାମର ୪ଟି ଗେଟ୍,ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ
- ଆଜି ରଥ ଉପରେ ଶ୍ରୀଜିଉଙ୍କ ‘ଅଧର ପଣା’ ନୀତି ,ଅଶରୀରୀ ଓ ଚଣ୍ଡୀ-ଚାମୁଣ୍ଡାଙ୍କ ଉଦ୍ଧାର ପାଇଁ ରଥରେ ଭଙ୍ଗାଯିବ ୯ଟି ମାଟି ହାଣ୍ଡି
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
Prev Post
Next Post