ମୁଖ୍ୟମନ୍ତ୍ରୀ କହିଛନ୍ତି, ସେକାଳ ପଖାଳ ଆଉ ନାହିଁ। ଆପଣଙ୍କୁ ଯଥେଷ୍ଟ କ୍ଷମତା ଦିଆଯାଇଛି। କାହା ଚାପରେ କାମ କରିବେନି। ଲୋକଙ୍କ ପାଇଁ କାମ କରିବେ। ମୋ ଛୋଟ ବ୍ରେନରେ ସବୁ ସେଭ୍ ହୋଇ ରହିଛି। ଯଦି ପୁରୁଣା ଅଭ୍ୟାସ ରଖିବେ, କିଏ କ୍ଷମା ଦେବ ଆପଣଙ୍କୁ। ମୁଁ କିନ୍ତୁ କ୍ଷମା ଦେବିନି। ଆମ ଲାଇନରେ ସେଟଅପ୍ ଦେବାକୁ ପଡ଼ିବ। ମୁଁ ଆଦିବାସୀ ଲୋକ, ମୋ ସରଳତାକୁ ଦୁର୍ବଳତା ଭାବନ୍ତୁ ନାହିଁ। ମୁଁ ହାର୍ଡ ନିଷ୍ପତ୍ତି ବି ନେଇପାରେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ୱରରେ ଆୟୋଜିତ ଦୁଇ ଦିନିଆ ମୁଖ୍ୟ ଉନ୍ନୟନ ଅଧିକାରୀ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀରେ ସିଡ଼ିଓ ଏବଂ ବିଡ଼ିଓ ଜନପ୍ରତିନିଧିଙ୍କ କଥା ଶୁଣୁ ନଥିବାରୁ ତାଗିଦ୍ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି ଯେ, ବିଧାୟକ ନୁହେଁ ମୁଖ୍ୟମନ୍ତ୍ରୀଙ୍କୁ ବି ସମ୍ମାନ ଦେଉ ନାହାନ୍ତି ଅଧିକାରୀ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post