ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର ବିରୋଧୀ ଦଳ ନେତା ହୋଇଛନ୍ତି। ୫ ଥର ମୁଖ୍ୟମନ୍ତ୍ରୀ ରହିବା ପରେ ସେ ବିରୋଧୀ ଦଳ ନେତା ହୋଇଛନ୍ତି । ସେହିପରି ପ୍ରସନ୍ନ ଆଚାର୍ଯ୍ୟ ବିରୋଧୀ ଦଳ ଉପନେତା ହୋଇଥିବା ବେଳେ ପ୍ରମିଳା ମଲ୍ଲିକ ବିରୋଧୀ ଦଳ ମୁଖ୍ୟ ସଚେତକ, ପ୍ରତାପ ଦେବ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ହୋଇଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post