ବିଜେଡି ଦଳରୁ ବିଦା ହେଲେ ପ୍ରଭାତ ବିଶ୍ୱାଳ । ବିଶୃଙ୍ଖଳା ଏବଂ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କୃତ ହୋଇଥିବା ଜଣାପଡିଛି । ବହିଷ୍କାର ପରେ ପ୍ରତିକ୍ରିୟା ରଖି ସେ କହିଥିଲେ ଯେ, ” ବିଜେଡି ଫଣ୍ଡ ସ୍କାମ ଆଡକୁ ଈଶାରା କଲେ କ୍ଷୁବ୍ଧ ପ୍ରଭାତ । ବିଜେଡି ପାଇଁ ବହୁ ପରିଶ୍ରମ ହୋଇଛି ବୋଲି ପ୍ରଭାତ ବିଶ୍ୱାଳ କହିଥିଲେ । ବିଜେଡିର ଆକାଉଣ୍ଟ ବାହାର ରାଜ୍ୟରେ ଖୋଲିବା ଗ୍ରହଣୀୟ ନୁହେଁ । ପାର୍ଟିର ଅଜାଣତରେ ବାହାର ରାଜ୍ୟରେ ଖୋଲିଲେ ବରଦାସ୍ତ କରାଯିବନି । ସେଥିପାଇଁ ମୁ ରିଆକ୍ଟ କରିଛି ବୋଲି କହିଥିଲେ ପ୍ରଭାତ । ଏଥିସହ ବିଜୁ ଜନତା ଦଳର ୧୮୮ କୋଟି ଟଙ୍କା ଅଛି ।ଯେଉଁମାନେ ବହିଷ୍କାର କରିଛନ୍ତି ସେମାନେ ରାତି ଅନିଦ୍ରା ହୋଇନାହାନ୍ତି ବୋଲି ସେ କହିଥିଲେ । ରାତି ଅନିଦ୍ରା ହୋଇ ସେ ନବୀନ ନିବାସ ମଧ୍ୟ ଯାଇଥିଲେ । ଆହୁରି ମଧ୍ୟ ସେ କହିଛନ୍ତି ଯେ, “ସମୟ ଆସିଗଲା । ସତ୍ୟ ପ୍ରକାଶ ହେବ ।”
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ