
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକାର ୨୪୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ରାଷ୍ଟ୍ରପତି ଜୋ ବାଇଡେନ, ଉପରାଷ୍ଟ୍ରପତି କମଲା ହାରିସ ଏବଂ ଆମେରିକାର ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି;“ଯୁକ୍ତରାଷ୍ଟ୍ର ଆମେରିକାର ୨୪୬ତମ ସ୍ୱାଧୀନତା ଦିବସରେ, ଜୋ ବାଇଡେନ, ଉପରାଷ୍ଟ୍ରପତି କମଲା ହାରିସ୍ ଏବଂ ଆମେରିକାର ଲୋକଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ।”