ଗୁରୁବାର ଅପରାହ୍ନ ୪ ଟା ସୁଦ୍ଧା ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଘୋଷିତ ହେବା ପରେ ଭାରତକୁ ନୂଆ ରାଷ୍ଟ୍ରପତି ମିଳିଯିବେ। ଭୋଟ ଗଣତି ଗୁରୁବାର ସକାକ ୧୧ଟାରୁ ଆରମ୍ଭ ହୋଇଯାଇଛି। ଗୋଟିଏ ପଟେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଜିତିବାକୁ ନେଇ ଆଶ୍ବସ୍ତ ଥିବା ବିଜେପି ବିଜୟର ସବୁପ୍ରକାର ପ୍ରସ୍ତୁତି ଆରମ୍ଭ କରିଦେଇଛି। ବିଜେପିକୁ ଆଶା ରହିଛି ଯେ, ଦଳର ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିରୋଧୀ ପ୍ରାର୍ଥୀ ୟଶବନ୍ତ ସିହ୍ନାଙ୍କୁ ହରାଇ ଦେବେ। ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଓ ଏନଡିଏ ପ୍ରାର୍ଥୀ ମୁର୍ମୁଙ୍କୁ ୪୪ ଟି ଦଳ ସମର୍ଥନ କରିଛି। ସେଭଳି ବିପକ୍ଷ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ୩୪ଟି ଦଳ ସମର୍ଥନ କରିଛି। ତେବେ ଏହି ନିର୍ବାଚନରେ କ୍ରସ ଭୋଟିଂ କଥା ମଧ୍ୟ ସାମନାକୁ ଆସିଛି। ଫଳାଫଳ ଆସିବା ପରେ ଦେଶର ରାଷ୍ଟ୍ରପତି କିଏ ହେବ ତାହା ଜଣାପଡିବ।
Trending
- ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି
- ବଳଙ୍ଗା ପୀଡିତା କିରୋସିନ ଢାଳି ନିଜ ଜୀବନ ନେଇଥିଲେ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଆତଙ୍କବାଦୀମାନଙ୍କୁ ସେମାନଙ୍କ ଧର୍ମ ଦେଖି ନୁହେଁ, ସେମାନଙ୍କ କାର୍ଯ୍ୟକୁ ଆଧାର କରି ହତ୍ୟା କରିଛି ଭାରତ –
- ଭିଜିଲାନ୍ସ ହାତରେ ୧୯୯ ଜଣ ସରକାରୀ ବାବୁ ଧରାପଡ଼ିଛନ୍ତି
- ନବରାତ୍ରର ପ୍ରଥମ ଦିନ
- ଭୁବନେଶ୍ବର କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ପ୍ରଦୀପ ଜେନା
- ବର୍ତ୍ତମାନ କରାଯାଇଥିବା GST ସଂସ୍କାର ଦ୍ୱାରା ଘର ନିର୍ମାଣ, ଗାଡ଼ି କିଣିବା, ବୁଲାବୁଲି ଖର୍ଚ୍ଚ କମିବ – ପ୍ରଧାନମନ୍ତ୍ରୀ
- ବନ୍ଦ ଥିବା ୭୦ ଟି ମଦ ଦୋକାନ ଖୋଲିବା ପାଇଁ ମିଳିଛି ଅନୁମତି
- ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ
Prev Post
Next Post