ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ତୁର୍କୀର ରାଷ୍ଟ୍ରପତି ମହାମହିମ ଶ୍ରୀଯୁକ୍ତ ରିସେପ୍ ତାୟିପ୍ ଏର୍ଡୋଗାନଙ୍କ ସହିତ ସାକ୍ଷାତ କରିଛନ୍ତି। ବାଣିଜ୍ୟ ଏବଂ ପୁଞ୍ଜି ନିବେଶ, ପ୍ରତିରକ୍ଷା ଏବଂ ନିରାପତ୍ତା, ନାଗରିକ ବିମାନ ଚଳାଚଳ ଏବଂ ପରିବହନ ପରି କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ସମ୍ଭାବନା ଉପରେ ଆଲୋଚନା ହୋଇଥିଲା। ଭାରତର ଜି -20 ଅଧ୍ୟକ୍ଷତା ପାଇଁ ରାଷ୍ଟ୍ରପତି ଏର୍ଡୋଗାନ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଫେବୃଆରୀ 2023 ରେ ତୁର୍କୀରେ ହୋଇଥିବା ଭୂକମ୍ପ ପରେ ଅପରେସନ୍ ଦୋସ୍ତ ଅଧୀନରେ ତୁରନ୍ତ ସହାୟତା ପାଇଁ ସେ ଭାରତକୁ ଧନ୍ୟବାଦ ଜଣାଇଛନ୍ତି। ରାଷ୍ଟ୍ରପତି ଏର୍ଡୋଗାନ୍ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଚନ୍ଦ୍ରଯାନ ମିଶନର ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ସୂର୍ଯ୍ୟକୁ ଆଦିତ୍ୟ ମିଶନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ