ମହାରାଷ୍ଟ୍ରରେ ବିଜେପିର ସଙ୍କଳ୍ପପତ୍ର ଜାରି କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଚାଷୀଙ୍କ ପାଇଁ ଋଣରେ ଛାଡ଼ ଘୋଷଣା କରିବ ବିଜେପି । ବଭନ୍ତର ଯୋଜନା ମଧ୍ୟରେ କୃଷକମାନଙ୍କୁ ମିଳିବ କ୍ଷତିପୂରଣ । ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ପେନ୍ସନ୍ ସ୍କିମ୍ ମାସକୁ 15 ଶହରୁ 21 ଶହ ଟଙ୍କାକୁ ବୃଦ୍ଧି କରାଯିବ। ଶିଳ୍ପକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ 25 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ । ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଯୁବକମାନଙ୍କ ପାଇଁ 25 ଲକ୍ଷ ଚାକିରି ପ୍ରତିଶୃତି ଦେଇଛନ୍ତି । ଲଡକି ବାହିନରେ ମିଳୁଥିବା ଭତ୍ତା 15 ଶହରୁ 21 ଶହ ଟଙ୍କାକୁ ବୃଦ୍ଧି କରାଯାଇଛି । ବିଜେପି ସଙ୍କଳ୍ପ ପତ୍ରକୁ ବାସ୍ତବ କାର୍ଯ୍ୟରେ ପରିଣତ କରେ । ଏନ୍ଡିଏ ସରକାରରେ ଭାରତ ବିଶ୍ବର ପଞ୍ଚନ ବୃହତ ଅର୍ଥନୀତିରେ ପରିଣତ ହୋଇଛି । କଂଗ୍ରେସ ଯେଉଁଠି ବି ନିର୍ବାଚନ ଜିତିଛି ସେଠାରେ ନିଜର ପ୍ରତିଶ୍ରୁତି ରକ୍ଷା କରିପାରିନାହିଁ ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ