ବଢିଲା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଅଡୁଆ। ରାହୁଲ ଗାନ୍ଧିଙ୍କ ବିରୋଧରେ ୮ ସପ୍ତାହ ମଧ୍ୟରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ। ରାଜସ୍ଥାନ ବିଧାନସଭା ନିର୍ବାଚନ ବେଳେ ଭରତପୁରର ଏକ ନିର୍ବାଚନୀ ସଭାରେ ରାହୁଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବ୍ୟବସାୟୀ ଗୌତମ ଅଦାନୀଙ୍କୁ ପକେଟମାର୍ ବୋଲି କହିଥିଲେ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Prev Post
Next Post