ଆଜି ବିଧାନସଭା ବଜେଟ୍ ଅଧିବେଶନର ସପ୍ତମ ଦିନ। ପଞ୍ଚାୟତରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ , ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ , ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା ପ୍ରଶ୍ନକାଳ ରହିଛି। ବିଧାୟକମାନେ ଚାହିଁଲେ ଭିନ୍ନ ପ୍ରଶ୍ନ ମଧ୍ୟ ପଚାରିପାରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ କଂଗ୍ରେସ ସ୍ଵାଧିକାର ଭଙ୍ଗ ନୋଟିସ୍ ଆଣି ଗୃହରେ ସୋମବାର ହଟ୍ଟଗୋଳ କରିଥିବାରୁ ଆଜି(ମଙ୍ଗଳବାର) ଦଳର ଆଭିମୁଖ୍ୟ କଣ ରହିବ ତା ଉପରେ ସମସ୍ତଙ୍କ ନଜର ରହିଛି। ସେହିପରି ୨୦୨୪ ୨୫ ଆର୍ଥିକ ବଜେଟ୍ ଉପରେ ପୁର୍ନବାର ସାଧାରଣ ଆଲୋଚନା ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖା ଅନୁଦାନ ପାରିତ କରିବା ପାଇଁ ଗୃହର ସହଯୋଗ ଲୋଡିବେ। ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post