ଆଜି ସରଗରମ ହେବ ବିଧାନସଭା । ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ବିରୋଧୀଙ୍କ ସଜବାଜ । 5T ସଚିବଙ୍କ ଜିଲ୍ଲା ଗସ୍ତ ସହ ଶିକ୍ଷା ଓ ସ୍ବାସ୍ଥ୍ୟ ବିଭାଗର ବିପର୍ଯ୍ୟସ୍ତ ଅବସ୍ଥା ସହ ଡେଙ୍ଗୁ ଅଣାୟତ୍ତକୁ ମୁଦ୍ଦା କରିବ ବିରୋଧୀ ଦଳ ବିଜେପି । ସେହିପରି ଶିକ୍ଷକ ଆନ୍ଦୋଳନକୁ ନେଇ ସରକାରଙ୍କୁ ଘେରିବେ ଉଭୟ ବିଜେପି ଓ କଂଗ୍ରେସ । ସରକାରୀ ଅର୍ଥକୁ ଦଳୀୟ କାର୍ଯ୍ୟରେ ବିନିଯୋଗ କରିବା, ଆଇନ ଶୃଙ୍ଖଳା, ବେକାରୀ, ଶିକ୍ଷା, ସ୍ବାସ୍ଥ୍ୟ, ବଜେଟ୍ ଅର୍ଥ ଖର୍ଚ୍ଚ ନହେବା ଭଳି ପ୍ରସଙ୍ଗକୁ ଆୟୁଧ କରିବେ ବିରୋଧୀ ଦଳ। ଆଜି ପ୍ରଶ୍ନକାଳରେ ସ୍ଵରାଷ୍ଟ୍ର, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସ୍ବାସ୍ଥ୍ୟ, ନିର୍ମାଣ,ଖଣି ଓ ଇସ୍ପାତ ଭଳି ବିଭାଗ ଉପରେ ଆଲୋଚନା ହେବ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post