ପୁଣି ଆରମ୍ଭ ହେବାକୁ ଯାଉଛି ବିଧାନସଭା ଅଧିବେଶନ । ଚଳିତ ବିଧାନସଭାର ଏହା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ହେବ । ଆଜିଠୁ ଆରମ୍ଭ ହୋଇ ଏହି ଅଧିବେଶନ ସେପ୍ଟେମ୍ବର ୧୩ ତାରିଖ ଯାଏଁ ଚାଲିବ । ସେପଟେ ସେପ୍ଟେମ୍ବର ୧୦ ତାରିଖରେ ଆଗତ ହେବାକୁ ଯାଉଛି ବ୍ୟୟମଞ୍ଜୁର ବିଲ ।ଏହାବାଦ ବିଧାନସଭାର ଦ୍ୱିତୀୟ ଅଧିବେଶନରେ ମଧ୍ୟ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବାର ସମ୍ଭାବନା ଦେଖା ଦେଇଛି । ଭିନ୍ନ ଭିନ୍ନ କ୍ଷେତ୍ରରୁ ଆସିଥିବା ବିଧାୟକମାନେ ସେମାନଙ୍କ ଅଞ୍ଚଳର ସମସ୍ୟା ଉପରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିବେ । ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋକପାତ କରାଯିବ । ତତସହିତ ବହୁ ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନିଆଯିବ ରାଜ୍ୟର ବିକାଶ ପାଇଁ ବୋଲି ଜଣା ପଡିଛି ।
Trending
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
- ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
- କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
- ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
- କେଜରିୱାଲଙ୍କୁ ମିଳିଲା ସରକାରୀ କ୍ବାର୍ଟର