ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ପ୍ରଥମଥର ଲାଗି କଂଗ୍ରେସ ହାଇଦ୍ରାବାଦରେ କାର୍ଯ୍ୟକାରିଣୀ(ସିଡବ୍ଲୁସି)ର ଦୁଇ ଦିନିଆ ବୈଠକ କରିବାକୁ ଯାଉଛି। ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ସହ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଯୋଗଦେବେ। ଏଥି ସହିତ ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ବୈଠକ ପାଇଁ ଦେଶର ବିଭିନ୍ନ ସ୍ଥାନରୁ କଂଗ୍ରେସର କାର୍ଯ୍ୟକାରୀ କମିଟିର ସଦସ୍ୟ ମାନେ ହାଇଦ୍ରାବାଦରେ ପହଞ୍ଚି ସାରିଛନ୍ତି ।ତେବେ ଇଣ୍ଡିଆ ମେଣ୍ଟରେ ବଡ଼ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା କଂଗ୍ରେସ ଦଳ ବର୍ତ୍ତମାନ ତାର ଏକ ନିଜସ୍ୱ ବୈଠକ କରିବ। ଯେଉଁଥିରେ ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ରଣନୀତି, ବିରୋଧୀ ମେଣ୍ଟ ଭିତରେ ଦଳ ପ୍ରାର୍ଥୀ ଦେବା, ଆଗାମୀ ବିଧାନସଭା ନିର୍ବାଚନ ପ୍ରସ୍ତୁତି ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା ହେବ। ସେହିପରି ଇଣ୍ଡିଆ ମେଣ୍ଟରୁ କଂଗ୍ରେସ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଦେବା ପାଇଁ ଏକ ବଡ଼ କୌଶଳ ଆପଣେଇବାକୁ ଯାଉଥିବା ଚର୍ଚ୍ଚା ହେଉଛି।
Trending
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
Prev Post
Next Post