ଆଜି ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖଡ଼ଗେ । ୧୧ଟା ୪୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଫେବ୍ରୁଆରୀ ୧ରୁ କଂଗ୍ରେସର ବସ୍ ଯାତ୍ରା ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ୫୦ ହଜାର କର୍ମୀ । ବୁଥ କମିଟି, ଜିଲ୍ଲା ଓ ବ୍ଲକ ସଭାପତି ସାମିଲ ହେବେ । ନେତାଙ୍କୁ ନେଇ ସାରା ଓଡ଼ିଶା ବୁଲା କାର୍ଯ୍ୟକ୍ରମ ରଖିଛି କଂଗ୍ରେସ ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post