ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କିଏ ବ୍ୟକ୍ତିଗତ ସଚିବ ହେବେ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାମ ଆରମ୍ଭ କରିବା ପରେ ଏବେ ବ୍ୟକ୍ତିଗତ ସଚିବଙ୍କୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି।ଏନେଇ ତିନି ଜଣ ଆଇଏଏସ୍ ଅଫିସରଙ୍କ ନାମ ସାମ୍ନାକୁ ଆସୁଛି। ଯୁବ ଆଇଏଏସ୍ ଅନୁପମ ଶାହା, ଅରବିନ୍ଦ ଡାକୁଆ ଓ ଦିଲ୍ଲୀପ ରାଉତରାୟଙ୍କ ନାମ ଚର୍ଚ୍ଚାକୁ ଆସୁଛି। ହେଲେ ଚର୍ଚ୍ଚାର ଏହି ପଦବୀ ଦୌଡ଼ରେ ସବୁଠୁ ଆଗରେ ଯୁବ ଆଇଏଏସ୍ ଅନୁପମ ଶାହା ରହିଛନ୍ତି।
Trending
- ଆଜି ପାର୍ଶ୍ୟ ପରିବର୍ତ୍ତିନ ଏକାଦଶୀ : କଣ ରହିଛି ରହସ୍ୟ
- ପଞ୍ଚାଏତ ନିର୍ବାଚନ ପୂର୍ବରୁ ଏନଏସି ଘୋଷଣା ବିଜେପିକୁ କେତେ ଫାଇଦା ଦେବ ?
- ନିଜ ଝିଅକୁ କାହିଁକି ଦଳରୁ ବାହାର କଲେ କେସିଆର୍
- ନବୀନ କାହାକୁ ସମର୍ଥନ କରିବେ ?
- କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଠାରୁ ମେଡ୍ ଇନ୍ ଇଣ୍ଡିଆ ଚିପ୍ସର ପ୍ରଥମ ସେଟ୍ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ନିଲମ୍ବିତ ତହସିଲଦାର ମଧୁସ୍କିତା ସିଂ ଗିରଫ
- ଲଗାଣ ବର୍ଷାରେ ବେହାଲ ହେଲାଣି ଦେଶର ରାଜଧାନୀ , ଘରେ ପସିଲାଣି ଯମୁନା ପାଣି
- ରାଜ୍ୟରେ ଏବେ ଉତ୍କଟ ସାର ସଙ୍କଟ
- ଶ୍ରୀମନ୍ଦିର ପରିସରରେ ମାତୃ ଶିଶୁ ସ୍ତନ୍ୟପାନ ଗୃହ
- ଆସିଗଲା ଚାକିରି , ଅକ୍ଟୋବର ୮ରୁ , RI, ICDS ସୁପରଭାଇଜର, ARI, ଅମିନ ପରୀକ୍ଷା