ଛାତ୍ରସଂଗଠନର କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ ନବୀନ

ଆଜି ବିଜୁ ଛାତ୍ରଜନତା ଦଳର କର୍ମକର୍ତ୍ତା ସମ୍ମିଳନୀ। ଛାତ୍ରସଂଗଠନର କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ ବିଧାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛାତ୍ର ସଂସଦ ନିର୍ବାଚନ ନେଇ ହୋଇପାରେ ଆଲୋଚନା।