ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲ୍ହାନ ଯିବେ। ସେଠାରେ ଭାଜପାର ପରିବର୍ତ୍ତନ ଯାତ୍ରାରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ। ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଜୋର୍ଦାର ଚର୍ଚ୍ଚା ହେଉଛି।
Trending
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ
- ଇ-ପ୍ରଶାସନର ଜ୍ୱଳନ୍ତ ଉଦାହରଣ ପାଲଟିଛି କେନ୍ଦୁଝରର ଶୁଆକାଟି ପଞ୍ଚାୟତ
Prev Post
Next Post