5T ଓ ଆମ ଓଡ଼ିଶା ନବୀନ ଓଡ଼ିଶା ଅଧକ୍ଷଙ୍କୁ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶଂସା । ବିଜେଡି ଦଳ ପାଇଁ ସେ ଆଇଏଏସ ଚାକିରି ଛାଡିଛନ୍ତି । ତାଠୁ ବଡ କଥା କଣ ବୋଲି ସେ ପ୍ରଶ୍ନ କରିଛନ୍ତି । ସେ ବିଜେଡିରେ ମିଶିବା ନମିଶିବା କିଛି ବଡ କଥା ନୁହେଁ । ଏବେ ସେ ଦୁଇଟି ଅଧକ୍ଷ ପଦ ପାଇଛନ୍ତି । ସେ ସରକାରୀ ଛାଡିବା ପରେ ବିରୋଧୀ ବିଚଳିତ ହେବା ସ୍ବାଭାବିକ । ତାଙ୍କୁ ପଦ କଣ ଦରକାର ନାହିଁ । ଅନ୍ତର ଆତ୍ମାରୁ ଭାବିବା ଦରକାର ବିଜେଡି ଦଳ ପାଇଁ ଚାକିରି ଛାଡିଲେ, ତାଙ୍କ ଭଳି ପରିଶ୍ରମୀ କେହି ନାହାନ୍ତି ବୋଲି ତାରା କହିଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post