କଂଗ୍ରେସ ତେଲେଙ୍ଗାନାରେ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡାନ୍ତ କରିଛି। ରାଜ୍ୟ କଂଗ୍ରେସ ସଭାପତି ରେଭାନ୍ତ ରେଡ୍ଡୀ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଉତ୍ସଗୁଡିକ ଏହି ସୂଚନା ଦେଇଛନ୍ତି । ତେଲେଙ୍ଗାନାର ମୋଟ ୧୧୯ ଟି ସିଟ୍ ମଧ୍ୟରୁ ୬୪ ଟି ଜିତିଛି କଂଗ୍ରେସ। ବିଆରଏସ୍ ୩୯ ଟି ସିଟ୍ ଏବଂ ବିଜେପି ଆଠଟି ସିଟ୍ ଜିତିଛି। ଏଠାରେ ସରକାର ଗଠନ ପାଇଁ ଯେକୌଣସି ଦଳ ୬୦ ଟି ସିଟ୍ ଆବଶ୍ୟକ କରନ୍ତି। କଂଗ୍ରେସ ୩୯.୪୦ ପ୍ରତିଶତ ଭୋଟ୍, BRS ୩୭.୩୫ ପ୍ରତିଶତ ଭୋଟ୍ ଏବଂ ବିଜେପି ୧୩.୯୦ ପ୍ରତିଶତ ଭୋଟ୍ ପାଇଛି।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post