ନିର୍ବାଚନରେ ପରାଜୟ ପରେ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି। କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏଥିପାଇଁ ନବୀନ ନିବାସରେ ପହଞ୍ଚିସାରିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରତାପ ଦେବ, କଳିକେଶ ସିଂହଦେଓ ଏବଂ ପ୍ରସନ୍ନ ଆଚାର୍ଯ୍ୟଙ୍କ ପରି ଅନେକ ବରିଷ୍ଠ ନେତା। ସେହିପରି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ, ବିଜେଡି ବରିଷ୍ଠ ଉପସଭାପତି ଦେବୀ ମିଶ୍ର ମଧ୍ୟ ଉପସ୍ଥିତ ଅଛନ୍ତି।ମୁଖ୍ୟମନ୍ତ୍ରୀ ପଦରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ଜୁନ୍ ୫ରେ ନବୀନ ନିବାସରେ ତାଙ୍କୁ ଦଳର ନବନିର୍ବାଚିତ ବିଧାୟକମାନେ ସାକ୍ଷାତ କରିଥିଲେ। ତେବେ ଏହି ସାକ୍ଷାତ ସମୟରେ ପାଣ୍ଡିଆନ୍ ଅନୁପସ୍ଥିତ ଥିଲେ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି