ସୋସିଆଲ ମିଡିଆରେ ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ। ସେ ଫେସବୁକ ପୋଷ୍ଟରେ ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କରିଛନ୍ତି। ସେ କହିଛନ୍ତି ଆପଣଙ୍କୁ ଲୋକେ ୨୪ ବର୍ଷ ନିରଙ୍କୁଶ କ୍ଷମତା ପ୍ରଦାନ କରିଛନ୍ତି।ଏହାର ପ୍ରତିବଦଳରେ ଲୋକେ ପାଇଲେ କଣ? ଗୋଟିଏ ଶୀତଳ ଭଣ୍ଡାର କି ମହାନଦୀରେ ଗୋଟିଏ ବନ୍ଧ କରିପାରିଲେନି। ଆପଣଙ୍କୁ ଯେଉଁମାନେ ରାଜନୀତିକୁ ଆଣିଥିଲେ ଆପଣ କଣ କଲେ? ଦିଲୀପ ରାୟ, ବୈଜୟନ୍ତ ପଣ୍ଡା, ବିଜୟ ମହାପାତ୍ରଙ୍କ ପ୍ରତି କଣ କଲେ ବୋଲି ସେ ପ୍ରଷ୍ନ କରିଛନ୍ତି। ଆପଣ ଯାହା କରିଥିଲେ, ତାହାକୁ ବେଇମାନ କୁହାଯିବ ନା କୁହାଯିବ ନାହିଁ ବୋଲି ସେ କହିଛନ୍ତି।
Trending
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
Next Post