ଆସନ୍ତା ନଭେମ୍ବର ୨ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ବେଆଇନ ଅର୍ଥ କାରବାର ମାମଲାରେ କେଜ୍ରିଓ୍ବାଲଙ୍କୁ ହାଜର ହେବାକୁ ଦିଆଯାଇଛି ନିର୍ଦ୍ଦେଶ । ପୂର୍ବରୁ ଗତ ଏପ୍ରିଲ ୧୬ ତାରିଖରେ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ସିବିଆଇ ଜେରା କରିଥିଲା । ସେହିପରି ଗତ ଅକ୍ଟୋବର ୪ ତାରିଖରେ ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏହି ମାମଲାରେ ଗିରଫ ହୋଇଥିଲେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ସିସୋଦିଆଙ୍କ ଆବେଦନକୁ ଖାରଜ କରିଥିଲେ ସୁପ୍ରିମକୋର୍ଟ । ଫଳରେ ମନୀଷ ସିସୋଦିଆଙ୍କୁ ଆହୁରି ୬ ମାସ ଜେଲରେ ରହିବାକୁ ପଡିବ ।
Trending
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
Prev Post
Next Post