ନିର୍ବାଚନ ପୂର୍ବରୁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ବରରେ ୭୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ଫୋର୍ସ (ସିଏପିଏଫ) ପହଞ୍ଚିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୫ କମ୍ପାନୀ ସିଏପିଏଫ ଆସିଥିଲେ। ଆଜି ଆଉ ୬୦ କମ୍ପାନୀ ଫୋର୍ସ ଆସିଲେ। ନିର୍ବାଚନ ପାଇଁ ଭୁବନେଶ୍ବରରେ କେନ୍ଦ୍ରୀୟ ଫୋର୍ସର ଫ୍ଲାଗ ମାର୍ଚ୍ଚ କରିଛନ୍ତି। ନିର୍ବାଚନ ପୂର୍ବରୁ ବିଭିନ୍ନ ଅଞ୍ଚଳରେ କେନ୍ଦ୍ରୀୟ ଫୋର୍ସର ଫ୍ଲାଗ ମାର୍ଚ୍ଚ ଅନୁଷ୍ଠିତ ହୋଇଛନ୍ତି। ଅପରାଧୀ ଓ ଅପରାଧିକ କାର୍ଯ୍ୟକଳାପକୁ ଚେକ ଦେବାକୁ ଫ୍ଲାଗମାର୍ଚ୍ଚ ହୋଇଥିବା ସୂଚନା ଦିଆଯାଇଛି। ରାଜଭବନ ଛକରୁ ଶିଶୁ ଭବନ ଛକ ପର୍ଯ୍ୟନ୍ତ ଫ୍ଲାଗ ମାର୍ଚ୍ଚ କରିଥିଲେ।
Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Prev Post
Next Post