ପୂର୍ବତନ ଜେଡିୟୁ ଏମଏଲସି ତଥା ଦଳର ବରିଷ୍ଠ ନେତା ରଣବୀର ନନ୍ଦନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ହାତ ଛାଡିଛନ୍ତି। ସେ ଦଳର ଜାତୀୟ ସଭାପତି ଲଲନ ସିଂ ଏବଂ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। କିଛି ଦିନ ପୂର୍ବରୁ ରଣବୀର ଏକ ବିବୃତ୍ତି ଦେଇଥିଲେ ଯେ, ନୀତୀଶ କୁମାର ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଆସିବା ଉଚିତ୍। ବର୍ତ୍ତମାନ ରଣବୀର ଭାଜପରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ସେ କିଛି ଦିନ ହେବପାର୍ଟି କାର୍ଯ୍ୟକଳାପରୁ ମଧ୍ୟ ଦୂରରେ ଥିଲେ। ବର୍ତ୍ତମାନ ଇସ୍ତଫା ଦେବା ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତାହା ଦେଖିବାକୁ ବାକି ରହିଲା।
Trending
- ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ
- ପୋଲିସ ଏସ୍ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍ଆଇଏ ତଦନ୍ତ ହେବ
- କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ
- ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ
- କଟକ ସହରରେ ସ୍ଥିତି ନିୟନ୍ତ୍ରଣ : ଇଣ୍ଟରନେଟ୍ ବନ୍ଦ
- କାଶ ସିରପର ଗୁଣବତ୍ତା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
- ପୁଲିସ ଏସ୍ଆଇ ପରୀକ୍ଷା ଜାଲିଆତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦେଶ
- ଶ୍ରୀକ୍ଷେତ୍ରକୁ ଛୁଟିଲେଣି ହବିଷ୍ୟାଳି
- ଆଜି ବିରାଜିବେ ମା’ ଗଜଲକ୍ଷ୍ମୀ
- ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ ଆଜି
Next Post