କଂଗ୍ରେସ ସାଂସଦ ରାହୁଲ ଗାନ୍ଧି କହିଛନ୍ତି ଯେ ବିରୋଧୀ ଏକଜୁଟ ହେଲେ ଆଗାମୀ ଲୋକସଭା ନିର୍ବାଚନରେ ବିଜେପି ପାଇଁ ଜିତିବା ଅସମ୍ଭବ ହୋଇପଡ଼ିବ। ଆଗାମୀ ସାଧାରଣ ନିର୍ବାଚନରେ ଆଇଏନଡିଆଇଏ ବ୍ଲକ୍ ବିଜେପିକୁ ପରାସ୍ତ କରିବ ବୋଲି ସେ ନିଶ୍ଚିତ । ଶ୍ରୀ ଗାନ୍ଧି ମେଣ୍ଟର ନେତାମାନଙ୍କୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି, ‘‘ଏହି ମେଣ୍ଟର ପ୍ରକୃତ କାମ ହେଉଛି ନେତାମାନଙ୍କ ମଧ୍ୟରେ ଗଢି ଉଠିଥିବା ସମ୍ପର୍କକୁ ବଜାୟ ରଖିବା । ମୁଁ ନିଶ୍ଚିତ ଭାବରେ କହିପାରିବି ଯେ ଏହି ଦୁଇଟି ବୈଠକ ସମସ୍ତ ନେତାଙ୍କ ମଧ୍ୟରେ ସମ୍ପର୍କ ସ୍ଥାପନ କରିବା ସହ ଏକାଠି କାମ କରିବାକୁ ସୁନିଶ୍ଚିତ କରିବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଛି।’’ମୁମ୍ବାଇରେ ଆଇଏନଡିଆଇଏ ମେଣ୍ଟର ଦୁଇ ଦିନିଆ ବୈଠକ ପରେ ମିଳିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ନେତା ରାହୁଲ ଗାନ୍ଧି କହିଛନ୍ତି, ଏହି ମଞ୍ଚ ଭାରତୀୟ ଜନସଂଖ୍ୟାର ୬୦ ପ୍ରତିଶତ ପ୍ରତିନିଧିତ୍ୱ କରୁଛି ।
Trending
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
- ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
- ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
- ଭୋଟର ତାଲିକାରୁ ବାଦ ପଡ଼ିପାରନ୍ତି 2 କୋଟି ଭୋଟର