ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟପ୍ରଦେଶ ଗସ୍ତ କରିବେ। ଏହି ସମୟରେ ଶାଜାପୁର ଜିଲାର କାଲାପିପଲ ବିଧାନସଭା ନିର୍ବାଚନମଣ୍ଡଳୀରେ ରାହୁଲ ଗାନ୍ଧୀ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ। ଏଥିରେ ସେ ମଧ୍ୟପ୍ରଦେଶ ସରକାରଙ୍କୁ ଦୁର୍ନୀତି ଏବଂ ମହିଳାଙ୍କ ସୁରକ୍ଷା ପ୍ରସଙ୍ଗରେ ଟାର୍ଗେଟ୍ କରିପାରନ୍ତି। ଏହି ସାଧାରଣ ସଭାରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ରାଜ୍ୟ ସଭାପତି କମଳ ନାଥ, ମଧ୍ୟପ୍ରଦେଶ ପ୍ରଭାରୀ ରଣଦୀପ ସିଂ ସୁରଜେୱାଲାଙ୍କ ସମେତ ବହୁ ପୂର୍ବତନ ମନ୍ତ୍ରୀ ଏବଂ ରାଜ୍ୟ ଅଧିକାରୀ ସାମିଲ ହେବେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post