ଆଜି ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମ ମହିଳା ବାଚସ୍ପତି ହେବେ ପ୍ରମିଳା ମଲ୍ଲିକ। ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ମନ୍ତ୍ରୀ ଓ ବିଧାୟକଙ୍କ ଗହଣରେ ନାମାଙ୍କନ ଦାଖଲ କରିଛନ୍ତି। ଆସନ୍ତାକାଲି ବାଚସ୍ପତି ନିର୍ବାଚନ ହେବ।ଏହାପୂର୍ବରୁ ମନ୍ତ୍ରୀ ପଦରୁ ଗୁରୁବାର ପ୍ରମିଳା ମଲ୍ଲିକ ଇସ୍ତଫା ଦେଇଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ବାଚସ୍ପତି ପଦ ପାଇଁ ଆଜି ବିଜେଡି ପକ୍ଷରୁ ନାମାଙ୍କନ ଦାଖଲ କରିବା ସହ ନାମାଙ୍କନ ଭରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ