ଲୋକସଭାରେ ଆଜି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ହୋଇଛି। ରାହୁଲ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁହାଁମୁହିଁ ହୋଇଛନ୍ତି। ଧର୍ମ ଓ ସମ୍ବିଧାନ ସଂପର୍କରେ ମନ୍ତବ୍ୟକୁ ନେଇ ରାହୁଲଙ୍କ ମୁକାବିଲା ଲାଗି ପ୍ରଧାନମନ୍ତ୍ରୀ ମୋଦୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଗକୁ ଆସିଥିଲେ। ରାହୁଲ ହିନ୍ଦୁ ଧର୍ମକୁ ଅପମାନିତ କରିଥିବାରୁ ସେ କ୍ଷମା ମାଗନ୍ତୁ ବୋଲି ସେମାନେ ଦାବି କରିଥିଲେ। ରାହୁଲ ତାଙ୍କ ଉଦ୍ବୋଧନରେ ବାଚସ୍ପତି ଓମ୍ ବିର୍ଲାଙ୍କୁ ମଧ୍ୟ ଟାର୍ଗେଟ୍ କରିଥିଲେ। ରାହୁଲଙ୍କ ମନ୍ତବ୍ୟକୁ ବିରୋଧ କରି ଦୁଇ ଜଣ କେନ୍ଦ୍ର ମନ୍ତ୍ରୀ ଆଜି ବାଚସ୍ପତିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post