ଆସନ୍ତା ସେପ୍ଟେମ୍ବର ୧୭ ରୁ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଯୋଜନା । କ୍ୟାବିନେଟ ନିଷ୍ପତ୍ତି ପରେ ବଜେଟରେ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଅର୍ଗସକୁ ଦେଇଥିବା ଏକ୍ସକ୍ଲୁସିଭ୍ ପ୍ରତିକ୍ରିୟାରେ ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏସଓପି ଓ ମଡ୍ୟୁଲ ପ୍ରସ୍ତୁତ ହେବା ବାକି ଅଛି । ସୁଭଦ୍ରା ଯୋଜନା ଦ୍ୱାରା ମହିଳାମାନେ ଉପକୃତ ହେବେ ।ମହିଳା ଓ ବୁଦ୍ଧିଜୀବୀଙ୍କ ମତାମତ ନେଲା ପରେ ମଡ୍ୟୁଲ ଫାଇନାଲ୍ ହେବ । ଡ୍ରାଗନ ମୁଡରେ ଅଛି ଏସଓପି । ସରକାରଙ୍କ ପକ୍ଷରୁ ସବୁ କିଛି ପ୍ରସ୍ତୁତ ଅଛି । ଅଗଷ୍ଟ ୧୫ ସୁଦ୍ଧା ମଡ୍ୟୁଲ ଫାଇନାଲ୍ ହେବ । ସୁଭଦ୍ରା ଯୋଜନାକୁ ନେଇ ଭ୍ରମିତ ହୁଅନ୍ତୁ ନାହିଁ । ସମୟ ଆସିଲେ ସରକାର ବିଭିନ୍ନ ମାଧ୍ୟମରେ ବିଜ୍ଞାପନ ବାହାର କରିବେ। ଯୋଜନାରେ କିପରି ଅଧିକରୁ ଅଧିକ ମହିଳା ଉପକୃତ ହେବେ ସେଥିପ୍ରତି ଦୃଷ୍ଟି ଦିଆଯିବ। ସୁଭଦ୍ରା ଯୋଜନାରେ କୌଣସି ଗୁଜବ ଉପରେ ବିଶ୍ଵାସ କରନ୍ତୁ ନାହିଁ
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
Next Post