ଆସନ୍ତା ସେପ୍ଟେମ୍ବର ୧୭ ରୁ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଯୋଜନା । କ୍ୟାବିନେଟ ନିଷ୍ପତ୍ତି ପରେ ବଜେଟରେ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଅର୍ଗସକୁ ଦେଇଥିବା ଏକ୍ସକ୍ଲୁସିଭ୍ ପ୍ରତିକ୍ରିୟାରେ ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏସଓପି ଓ ମଡ୍ୟୁଲ ପ୍ରସ୍ତୁତ ହେବା ବାକି ଅଛି । ସୁଭଦ୍ରା ଯୋଜନା ଦ୍ୱାରା ମହିଳାମାନେ ଉପକୃତ ହେବେ ।ମହିଳା ଓ ବୁଦ୍ଧିଜୀବୀଙ୍କ ମତାମତ ନେଲା ପରେ ମଡ୍ୟୁଲ ଫାଇନାଲ୍ ହେବ । ଡ୍ରାଗନ ମୁଡରେ ଅଛି ଏସଓପି । ସରକାରଙ୍କ ପକ୍ଷରୁ ସବୁ କିଛି ପ୍ରସ୍ତୁତ ଅଛି । ଅଗଷ୍ଟ ୧୫ ସୁଦ୍ଧା ମଡ୍ୟୁଲ ଫାଇନାଲ୍ ହେବ । ସୁଭଦ୍ରା ଯୋଜନାକୁ ନେଇ ଭ୍ରମିତ ହୁଅନ୍ତୁ ନାହିଁ । ସମୟ ଆସିଲେ ସରକାର ବିଭିନ୍ନ ମାଧ୍ୟମରେ ବିଜ୍ଞାପନ ବାହାର କରିବେ। ଯୋଜନାରେ କିପରି ଅଧିକରୁ ଅଧିକ ମହିଳା ଉପକୃତ ହେବେ ସେଥିପ୍ରତି ଦୃଷ୍ଟି ଦିଆଯିବ। ସୁଭଦ୍ରା ଯୋଜନାରେ କୌଣସି ଗୁଜବ ଉପରେ ବିଶ୍ଵାସ କରନ୍ତୁ ନାହିଁ
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post