ନୂଆଦିଲ୍ଲୀ: ଆଜି ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ । କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ବରିଷ୍ଠ କଂଗ୍ରେସ ନେତାମାନେ ଶୁଭେଚ୍ଛା ବାର୍ତ୍ତା ପଠାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି। ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲେଖିଛନ୍ତି ଜନ୍ମଦିନରେ ସୋନିଆ ଗାନ୍ଧୀଜୀଙ୍କୁ ଆନ୍ତରିକ ଶୁଭେଚ୍ଛା। ତାଙ୍କର ଜୀବନ ଦୀର୍ଘ ଓ ନିରାମୟ ହେଉ।ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ୍ଗେ, କେ. ସି. ବେଣୁଗୋପାଳ, ଶଶି ଥରୁର୍ ଏବଂ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ୍. କେ. ଷ୍ଟାଲିନ୍ ମଧ୍ୟ ସୋନିଆ ଗାନ୍ଧୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post