୪ ଦିନ ପର୍ଯ୍ୟନ୍ତ ହିଁ ତିଷ୍ଠି ପାରିଛି ବିଧାନସଭାର ଶୀତ ଅଦିବେଶନ । ନଭେମ୍ବର ୨୧ ତାରିଖରୁ ଆରମ୍ଭ ହୋଇଥିବା ଏହି ଶୀତ ଅଧିବେଶନ ୨୪ ତାରିଖରେ ହିଁ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି । ନିର୍ଦ୍ଦାରି ସମୟର ଯଥେଷ୍ଟ ପୂର୍ବରୁ ଏହି ଅଧିବେଶନକୁ ଶେଷ ହୋଇଛି । କାର୍ଯ୍ୟସୂଚୀ ଅନୁସାରେ, ଅଧିବେଶନର ଶେଷ ତାରିଖ ଡିସେମ୍ବର ୩୦ ତାରିଖ ରହିଥିଲା । କିନ୍ତୁ ଆରମ୍ଭର ମାତ୍ର ୪ ଦିନ ଭିତରେ ଏହାକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ । କାର୍ଯ୍ୟସୂଚୀରେ ୩୦ଟି କାର୍ଯ୍ୟ ଦିବସ ରହିଥିବା ବେଳେ ୨୬ଟି କାର୍ଯ୍ୟ ଦିବସ ବାକି ଥାଇ ବିଧାନସଭା ଅଧିବେଶନ ଶେଷ ହୋଇଛି ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post