୫ରାଜ୍ୟର ଟୀକା ସାର୍ଟିଫିକେଟରୁ ହଟିବ ମୋଦିଙ୍କ ଫଟୋ

୫ରାଜ୍ୟର ଟୀକା ସାର୍ଟିଫିକେଟରୁ ହଟିବ ମୋଦିଙ୍କ ଫଟୋ

ମେଟ୍ରୋ ଟିଭି ଓଡିଶା,୧୦/୧: ନିର୍ବାଚନ ହେବାକୁ ଥିବା ୫ଟି ରାଜ୍ୟରେ ମୋଦିଙ୍କ ଫଟୋ ହଟାଯିବ । ଟୀକାକରଣ ସାର୍ଟିଫିକେଟରୁ ହଟାଯିବ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ । ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ୫ରାଜ୍ୟ ଉତ୍ତରପ୍ରଦେଶ, ପଞ୍ଜାବ,ଉତ୍ତରାଖଣ୍ଡ,ମଣିପୁର ଓ ଗୋଆରେ ଏହି କଟକଣା ଲାଗୁ ହେବ ।