ଅକ୍ଟୋବର ୧୦ ତାରିଖରୁ ସାରା ରାଜ୍ୟରେ ଚାଲିବ ବସ୍ ଧର୍ମଘଟ । ଦାବି ପୂରଣ ଯାଏଁ ଚାଲିବ ଧର୍ମଘଟ । ଅନିର୍ଦ୍ଧିଷ୍ଟ କାଳ ଯାଏଁ ଜାରି ରହିବ ଧର୍ମଘଟ । ସକାଳ ଛଅଟାରୁ ଆରମ୍ଭ ହେବ ଧର୍ମଘଟ । ବିଭିନ୍ନ ସଙ୍ଘ ସହ ଆଲୋଚନା ପରେ ନିଷ୍ପତି । ଏନେଇ ଘରୋଇ ବସ୍ ମାଲିକ ସଂଘ ସାଧାରଣ ସମ୍ପାଦକଙ୍କ ସୂଚନା ।
Trending
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
- ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
- ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
- ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର
Prev Post
Next Post