ଆଜି ରାଷ୍ଟ୍ରୀୟ ମତଦାତା ଦିବସ । ଏହି ଉପଲକ୍ଷେ ଆଜି ବିଜେପି ଯୁବମୋର୍ଚ୍ଚା ‘ନମୋ ନବ ମତଦାତା ସମ୍ମିଳନୀ’ ଆୟୋଜନ କରୁଛି । ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଦେଶର ୫ ହଜାର ସ୍ଥାନରେ ପ୍ରାୟ ୫୦ ଲକ୍ଷ ଯୁବା ଭୋଟର୍ସଙ୍କୁ ଭର୍ଚୁଆଲି ସମ୍ବୋଧିତ କରିବେ । ବିଜେପିର ଲକ୍ଷ୍ୟ ରହିଛି ଏହା ଜରିଆରେ ୧କୋଟି ମତଦାତାଙ୍କୁ ନିଜ ସହ ଯୋଡିବା ।ଏଠାରେ ସୂଚାଇ ଦିଆଯାଇପାରେ କି ରାଷ୍ଟ୍ରୀୟ ମତଦାତା ଦିବସର ଆରମ୍ଭ ୨୦୧୧ରେ ହୋଇଥିଲା କିନ୍ତୁ ଚଳିତ ବର୍ଷ ଏହା ଏତେ ବଡ ଆକାରରେ ଆୟୋଜନ କରାଯାଉଛି ।
୨୦୨୪ ନିର୍ବାଚନରେ ପ୍ରାୟ ୭ କୋଟି ମତଦାତା ପ୍ରଥମ ଥର ମତଦାନ କରିବେ ।
Trending
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ଋଷଭ ସିଂହ ସାଂବ୍ୟାଲଙ୍କ ଇସ୍ତଫା, ପାରିବାରିକ ଓ ବ୍ୟକ୍ତିଗତ କାରଣ ପାଇଁ ନେଲେ ଅବସର
- ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ
- ନେପାଳ ବନ୍ୟା: ଏପର୍ଯ୍ୟନ୍ତ ୯୦୩ ମୃତଦେହ ଉଦ୍ଧାର ସମେତ ୪,୦୦୦ ରୁ ଅଧିକ ନିଖୋଜ
- କଟକରେ ନାବାଳିକା ଅପହରଣ ମାମଲା: ଜଣେ ବୃଦ୍ଧଙ୍କ ଫଟୋ ଜାରି କରି ୨୫ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି ପୋଲିସ
Prev Post