ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ବମିଖାଲ ଓଭରବ୍ରିଜ ଉପରେ ସଡ଼କ ଦୁର୍ଘଟଣା। ଓଭରବ୍ରିଜରୁ ଖସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ କେଦାରଗୌରି ବିହାର ଅଞ୍ଚଳର ସବ୍ୟସାଚୀ ପୃଷ୍ଟି । ଗୁରୁତର ଯୁବକ ହେଲେ ସୁନ୍ଦରପଦାର ସମିତ କୁମାର ପାତ୍ର । ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
Trending
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
- ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
- ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
- ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର
Prev Post
Next Post