ଆସନ୍ତା ବର୍ଷ ୨୦୨୩ ପାଇଁ ପଦ୍ମ ପୁରସ୍କାର ପାଇଁ ନାମାଙ୍କନ ଚଳିତ ବର୍ଷ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ କରାଯାଇପାରିବ । ଏଥିପାଇଁ ନାମାଙ୍କନ କିମ୍ବା ସୁପାରିଶ ଜାତୀୟ ପୁରସ୍କାର ପୋର୍ଟାଲରେ ଅନଲାଇନରେ କରାଯାଇପାରିବ। ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ଅନ୍ତର୍ଭୁକ୍ତ ପଦ୍ମବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ ପ୍ରକ୍ରିୟା ୧୯୫୪ ମସିହାରେ ଆରମ୍ଭ ହୋଇଥିଲା। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ପୁରସ୍କାରଗୁଡ଼ିକ ଦିଆଯାଏ । ପ୍ରତିବର୍ଷ ଗଣତନ୍ତ୍ର ଦିବସ ଅବସରରେ ଏହି ପୁରସ୍କାର ଘୋଷଣା କରାଯାଇଥାଏ। କଳା, ସାହିତ୍ୟ ଏବଂ ଶିକ୍ଷା, କ୍ରୀଡ଼ା, ଚିକିତ୍ସା, ସାମାଜିକ କାର୍ଯ୍ୟ, ବିଜ୍ଞାନ ଭଳି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା କିମ୍ବା ସେବା ପାଇଁ ଏହି ପୁରସ୍କାର ଦିଆଯାଏ।
Trending
- ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ , ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post