ଆସନ୍ତା ବର୍ଷ ୨୦୨୩ ପାଇଁ ପଦ୍ମ ପୁରସ୍କାର ପାଇଁ ନାମାଙ୍କନ ଚଳିତ ବର୍ଷ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ କରାଯାଇପାରିବ । ଏଥିପାଇଁ ନାମାଙ୍କନ କିମ୍ବା ସୁପାରିଶ ଜାତୀୟ ପୁରସ୍କାର ପୋର୍ଟାଲରେ ଅନଲାଇନରେ କରାଯାଇପାରିବ। ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ଅନ୍ତର୍ଭୁକ୍ତ ପଦ୍ମବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ ପ୍ରକ୍ରିୟା ୧୯୫୪ ମସିହାରେ ଆରମ୍ଭ ହୋଇଥିଲା। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ପୁରସ୍କାରଗୁଡ଼ିକ ଦିଆଯାଏ । ପ୍ରତିବର୍ଷ ଗଣତନ୍ତ୍ର ଦିବସ ଅବସରରେ ଏହି ପୁରସ୍କାର ଘୋଷଣା କରାଯାଇଥାଏ। କଳା, ସାହିତ୍ୟ ଏବଂ ଶିକ୍ଷା, କ୍ରୀଡ଼ା, ଚିକିତ୍ସା, ସାମାଜିକ କାର୍ଯ୍ୟ, ବିଜ୍ଞାନ ଭଳି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା କିମ୍ବା ସେବା ପାଇଁ ଏହି ପୁରସ୍କାର ଦିଆଯାଏ।
Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Prev Post