ଚଣ୍ଡିଗଡ଼: ହରିୟାଣା ହିଂସା ପଛରେ ସୋସିଆଲ ମିଡିଆର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସାମାଜିକ ଗଣମାଧ୍ୟମରେ ଉତ୍ତେଜିତ କଲା ଭଳି ପୋଷ୍ଟ ସେୟାର ଦ୍ବାରା ହିଂସା ଆହୁରି ଜୋର ଧରିଥିଲା । ଲୋକେ ଉତ୍ତେଜିତ ହୋଇ ହିଂସାରେ ସାମିଲ ହୋଇଥିଲେ । ଏଭଳି ବୟାନ ଦେଇଛନ୍ତି ହରିୟାଣା ଗୃହମନ୍ତ୍ରୀ ଅନୀଲ ବିଜ୍ । ଏଥିପାଇଁ ଏକ ତିନି ଜଣିଆ କମିଟି ଗଠନ ହୋଇଛି । ସୋସିଆଲ ମିଡିଆରେ ୨୧ ଜୁଲାଇରୁ ୩୧ ଜୁଲାଇ ମଧ୍ୟରେ ହିଂସାକାଣ୍ଡକୁ ନେଇ ହୋଇଥିବା ପୋଷ୍ଟକୁ ସମୀକ୍ଷା କରାଯିବ । ଯେଉଁମାନେ ଏଭଳି ପୋଷ୍ଟ କରିଥିବେ ସେମାନଙ୍କୁ ଉଚିତ ଦଣ୍ଡ ଦିଆଯିବ । ଏଥିସହ ଲୋକଙ୍କୁ ଏଭଳି ପୋଷ୍ଟ ସୋସିଆଲ ମିଡିଆରେ ସେୟାର ନକରିବାକୁ ପରାମର୍ଶ ଦେଇଛନ୍ତି ଗୃହମନ୍ତ୍ରୀ ଅନିଲ ବିଜ୍ ।
Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି