ରାକ୍ଷୀପୂର୍ଣ୍ଣିମା ଉପଲକ୍ଷେ ଉତ୍ତରପ୍ରଦେଶ ମହିଳାଙ୍କୁ ଯୋଗୀ ସରକାରଙ୍କ ବଡ ଭେଟି । ରାକ୍ଷୀପୂର୍ଣ୍ଣିମାରେ ଉତ୍ତରପ୍ରଦେଶ ମହିଳାଙ୍କ ପାଇଁ ସରକାରୀ ବସରେ ମାଗଣା ଯାତ୍ରା ପାଇଁ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ଅଥାର୍ତ ରାକ୍ଷୀ ପୂର୍ଣ୍ଣିମା ଦିନ ଉତ୍ତରପ୍ରଦେଶରେ ମହିଳା ମାନେ ବିନା ଟିକେଟରେ ଉତ୍ତରପ୍ରଦେଶ ରାଜ୍ୟ ସଡକ ପରିବହନ ନିଗମ ଅଧିନରେ ଆସୁଥିବା ସମସ୍ତ ବସରେ ଯାତାୟତ କରିପାରିବେ ଓ ନିଜ ପ୍ରିୟଜନଙ୍କୁ ରାକ୍ଷୀ ବାନ୍ଧିପାରିବେ । ଏହି ସୁବିଧା ମହିଳାଙ୍କୁ ୪୮ ଘଣ୍ଟା ପର୍ଯ୍ୟନ୍ତ ମିଳିବ । ଆଜାଦୀ କି ଅମୃତ ମହୋତ୍ସବକୁ ଦୃଷ୍ଟିରେ ରଖି ଏହି ମାଗଣା ବସ୍ ସେବା ୪୮ ଘଣ୍ଟା ପର୍ଯ୍ୟନ୍ତ ଉପଲବ୍ଧ ରହିବ ।ଯୋଗୀ ସରକାରଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାକ୍ଷୀପୂର୍ଣ୍ଣିମା ଅବସରରେ ଅଗଷ୍ଟ ୧୦ ରାତି ୧୨ଟାରୁ ଅଗଷ୍ଟ ୧୨ ରାତି ୧୨ ପର୍ଯ୍ୟନ୍ତ ମହିଳାଙ୍କ ପାଇଁ ମାଗଣା ବସ୍ ସେବା ଉପଲବ୍ଧ ରହିବ । ସେହିଭଳି ବିଭିନ୍ନ ଉତ୍ସବ ପାଇଁ ଉତ୍ତରପ୍ରଦେଶରୁ ଦୂର ସ୍ଥାନକୁ ବସ୍ ଚଳାଚଳ କରିବ ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post